17.1 C
Bhubaneswar
Saturday, February 14, 2026
Homeଅପରାଧଡାହାଣୀ ସନ୍ଦେହରେ ମହିଳାଙ୍କୁ ନିର୍ମମ ହତ୍ୟା

ଡାହାଣୀ ସନ୍ଦେହରେ ମହିଳାଙ୍କୁ ନିର୍ମମ ହତ୍ୟା

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ନିଆଳିଝରଣ ଗାଁରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ବିଭତ୍ସ ହତ୍ୟା କରାଯାଇଛି । ମୃତକ ସାଲ୍‌କେ ହେମ୍ବ୍ରମ୍‌ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ମହିଳାଙ୍କୁ କିଏ ହତ୍ୟା କରିଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ପୋଲିସ ମୃତକଙ୍କ ସ୍ୱାମୀ ଏବଂ ଗାଁ ଲୋକଙ୍କୁ ପଚରାଉଚରା କରୁଛି । ଅନ୍ୟପଟେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍‌ କାରଣ ଜଣାପଡିବ ବୋଲି ଆଶା କରାଯାଉଛି । ଏହାସହ ପୋଲିସ ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ମଧ୍ୟ ମହିଳାଙ୍କୁ ହତ୍ୟାର କାରଣ ସ୍ପଷ୍ଟ ହୋଇପାରିବ ବୋଲି ଅନୁମାନ କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking