30.1 C
Bhubaneswar
Wednesday, March 25, 2026
Homeଓଡିଶାବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର

ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର

ରେଢ଼ାଖୋଲ: ଛୁଟିରେ ଘରକୁ ଆସିଥିବା ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନାକଟିଦେଉଳ ଥାନା ଜଗନ୍ନାଥପ୍ରସାଦ ଟିକିରା ନାଳ ପାଖରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଯବାନ ଟିକିରା ନାଳକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ପରବର୍ତ୍ତୀ ସମୟରେ ଟିକିରା ନାଳ ପାଖରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ତେବେ ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତକ ବିଏସଏଫ ଯବାନ ପଶ୍ଚିମବଙ୍ଗ ସିଲିଗୁଡ଼ିରେ କାର୍ଯ୍ୟରତ ଥିଲେ ଓ ଏକ ମାସ ଛୁଟିରେ ଆସିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking