ବଜେଟ: ମତ୍ସ୍ୟ ଓ ପଶୁ ପାଳନ ପାଇଁ ୧୯୦୯ କୋଟି

ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମତ୍ସ୍ୟ ଓ ପଶୁ ପାଳନ ପାଇଁ ଚଳିତ ବଜେଟରେ ୧୯୦୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମତ୍ସ୍ୟ ଓ ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା … Continue reading ବଜେଟ: ମତ୍ସ୍ୟ ଓ ପଶୁ ପାଳନ ପାଇଁ ୧୯୦୯ କୋଟି