ବଜେଟ: ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ପର୍ଯ୍ୟଟନ ଶିଳ୍ପକୁ ଫୋକସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି । ଡେଷ୍ଟିନେସନ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ … Continue reading ବଜେଟ: ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି