28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶବଜେଟ୍ ୨୦୨୪-୨୫ : କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ

ବଜେଟ୍ ୨୦୨୪-୨୫ : କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ଚାଷୀଙ୍କୁ ଉଚିତ ମୂଲ୍ୟ ଦେବାକୁ ସରକାର ବଦ୍ଧପରିକର । କୃଷିକ୍ଷେତ୍ରରେ ଉତ୍ପାଦନ ବୃଦ୍ଧି ଉପରେ ଜୋର । ଫସଲରେ ୩୨ କିସମ ଜାରି କରାଯିବ । ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋସôାହନ । ୪୦୦ ଜିଲ୍ଲାରେ ଫସଲର ଡିଜିଟାଲ ସର୍ଭେ ହେବ । କୃଷି ପାଇଁ ୧.୫୨ ଲକ୍ଷ କୋଟି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking