28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶବଜେଟ ୨୦୨୪-୨୫ : କ’ଣ ହେଲା ମହଙ୍ଗା ଜାଣନ୍ତୁ...

ବଜେଟ ୨୦୨୪-୨୫ : କ’ଣ ହେଲା ମହଙ୍ଗା ଜାଣନ୍ତୁ…

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ କ’ଣ ମାହାଙ୍ଗା ହୋଇଛି ଆସନ୍ତୁ ଜାଣିବା…
୧. ସିଗାରେଟ
୨. ବିମାନ ଯାତ୍ରା
୩. ପ୍ଲାଷ୍ଟିକ ସାମଗ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking