ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କୃଷି ପାଇଁ ଏଥର ବଜେଟରେ ୩୭, ୮୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । … Continue reading ବଜେଟ: କୃଷି ପାଇଁ ୩୭, ୮୦୦ କୋଟି
Copy and paste this URL into your WordPress site to embed
Copy and paste this code into your site to embed