29.1 C
Bhubaneswar
Tuesday, February 17, 2026
Homeଓଡିଶାଆଜିଠୁ ବିଧାନସଭାର ବଜେଟ ଅଧିବେଶନ

ଆଜିଠୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ବିଧାନସଭାର ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ ଅଧିବେଶନ । ୨୦ ତାରିଖରେ ବିଧାନସଭାରେ ବଜେଟ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନମାଝୀ । ଆଜି ପ୍ରଥମ ଦିନରେ ଅଭିଭାଷଣ ରଖିବେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତି । ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇବେ । ମଣ୍ଡିରୁ ଧାନ ଉଠିବାରେ ସମସ୍ୟା, ଆଇନଶୃଙ୍ଖଳା ପରିସ୍ଥିତି, ସ୍କୁଲ ପିଲାଙ୍କୁ ବିଳମ୍ବରେ ୟୁନିଫର୍ମ ବଣ୍ଟନ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ । ବିଧାନସଭାର ବଜେଟ ଅଧିବେଶନ କିପରି ସିୁରୁଥୁରୁରେ ଚାଲିବ ସେନେଇ ବାଚସ୍ପତି ସୁରମାପୀଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଭୟ ଶାସକ ଓ ବିରୋଧୀ ଦଳଙ୍କ ସହଯୋଗ ଲୋଡିଥିଲେ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking