38.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଭିସୁଟ୍ ୪ଦିନ ବନ୍ଦ

ଭିସୁଟ୍ ୪ଦିନ ବନ୍ଦ

ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି ।
ଏହାରି ମଧ୍ୟରେ ସମ୍ବଲପୁର ସ୍ଥିତ ବୁର୍ଲା ଭିସୁଟ୍ କୁ ୪ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି । ତେବେ ଆଜି ଠାରୁ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଦ ରହିବ ଭିସୁଟ୍ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଫଳରେ ବନ୍ଦ ଘୋଷଣା କରିଛନ୍ତି କୁଳପତି । ଏହି ବନ୍ଦ ସମୟରେ ଭିସୁଟ୍ କ୍ୟାମ୍ପସକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯିବ ବୋଲି କୁଳପତି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking