27.1 C
Bhubaneswar
Sunday, December 14, 2025
Homeଓଡିଶାବସ୍‌ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

ଭଦ୍ରକ: ଭଦ୍ରକରେ ଏକ ବଡ ଦୁର୍ଘଟଣା ଘଟିଥିବା ନେଇ ଖବର ସମ୍ନାକୁ ଆସିଛି । ଟ୍ରକକୁ ପଛରୁ ପିଟିଲା ବସ୍ । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗ୍ରାମାଞ୍ଚଳ ଥାନା ନଳାଙ୍ଗ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି । ବସ୍‌ରେ ପ୍ରାୟ ୬୦ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ଉଦ୍ଧାର କଲା ଅଗ୍ନିଶମ କର୍ମଟାରୀ । ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking