ଜଳିଗଲା ବସ୍‌; ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ

ଭୋପାଳ : ମଧ୍ୟପ୍ରଦେଶର ଗୁନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ଫର ଓ ଘରୋଇ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଛି। ଏହି ଦୁର୍ଘଟଣାରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଏହି ଅଗ୍ନିକାଣ୍ଡରେ ୧୭ ଯାତ୍ରୀ ଆହତ ହୋଇଛନ୍ତି। ଏକ ଘରୋଇ ବସ୍‌ଟି ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ଗତ ରାତିରେ ଗୁନା ଅଞ୍ଚଳରେ … Continue reading ଜଳିଗଲା ବସ୍‌; ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ