30.1 C
Bhubaneswar
Wednesday, May 1, 2024
Homeଓଡିଶାଯାଜପୁର ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ; ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା

ଯାଜପୁର ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ; ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ ଉଭରବ୍ରିଜ ତଳକୁ ଖସିବା ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ବାରବାଟୀ ଛକରେ ବସ୍ ଦୁର୍ଘଟଣା; ୫ ମୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking