ଖାତକୁ ଖସିଲା ଯାତ୍ରୀବାହୀ ବସ୍, ୮ ମୃତ

ନୂଆଦିଲ୍ଲୀ: ଜାମ୍ମୁୁରେ ଖାଇକୁ ଖସିଲା ବସ୍‌, ୮ ମୃତ। ଅମ୍ରତଶରରୁ କଟରା ଆସୁଥିଲା ବସ୍‌ । ଜମ୍ମୁ-କାଶ୍ମୀର ଝଜର କଟୋଲୀ ଅଞ୍ଚଳରେ ଭାରସାମ୍ୟ ହରାଇ ଖସିପଡିଲା ବସ୍‌ । ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି । ୧୨ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସ୍‌ରେ ପ୍ରାୟ ୭୦ରୁ ୭୫ ଯାତ୍ରୀ ଥିଲେ । ଖବର ଅନୁଯାୟୀ … Continue reading ଖାତକୁ ଖସିଲା ଯାତ୍ରୀବାହୀ ବସ୍, ୮ ମୃତ