ଆଠଗଡ: ବସ- ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଆଠଗଡ ଥାନା ମୁଣ୍ଡଳୀ ରାସ୍ତାର ଛାତାବାର ନିକଟରେ ଦୁର୍ଘଟଣା ଘଟିଛି । ସମସ୍ତ ଆହତ ଆଠଗଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।