28.1 C
Bhubaneswar
Tuesday, May 21, 2024
Homeଓଡିଶାଦିନ ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଦିନ ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ଵର : ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସବୁଠି ଟାଇଁ ଟାଇଁ ଖରା । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ଵର ୪୪.୧ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଭୁବନେଶ୍ଵର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ଵର ୪୪.୧ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking