26.1 C
Bhubaneswar
Tuesday, May 7, 2024
Homeଓଡିଶାଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ

ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତି। ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ରାଜ୍ୟରେ ଅନେକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର। ସମ୍ବଲପୁର ଓ କେନ୍ଦୁଝର ୪୦, ଚାନ୍ଦବାଲି ୩୯.୬, ଭୁବନେଶ୍ୱର ଓ ହୀରାକୁଦ ୩୯.୨, ବାଲେଶ୍ୱର ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking