28.1 C
Bhubaneswar
Saturday, October 5, 2024
Homeଓଡିଶା୪ ତାରିଖ ବେଳକୁ ଲଘୁଚାପ!

୪ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଘୂର୍ଣ୍ଣିବଳୟ ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସହ ବର୍ଷା ହୋଇପାରେ । ବାତ୍ୟା ଆକଳନ ହୋଇନି,ଏଲିନୋ ସକ୍ରିୟ ନାହିଁ, ଲାଲିନା ଚାଲିଛି। ଏଥର ଶୀତ କେମିତି ରହିବ ତାହା ଆକଳନ ହୋଇନି ବୋଲି ଆଇଏମଡି ଡିଜି କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking