32.1 C
Bhubaneswar
Friday, October 18, 2024
Homeଓଡିଶାଅପରାହ୍ନ ସୁଦ୍ଧା ଟୁଇନ ସିଟି ସମେତ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଅପରାହ୍ନ ସୁଦ୍ଧା ଟୁଇନ ସିଟି ସମେତ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର:ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବର୍ତ୍ତମାନର ପାଣିପାଗ ସୂଚନା ଅନୁସାରେ, ଶନିବାର ଅପରାହ୍ନ  ସୁଦ୍ଧା ୭ଟି ଜିଲ୍ଲାରେ ଘଡଘଡି ଓ ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ବଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଏଥିସହିତ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking