କ୍ୟାବିନେଟ୍ ନିଷ୍ପତ୍ତି: ସରକାରୀ ଚାକିରି ଚୟନ ପରୀକ୍ଷାରେ ସ୍ୱଚ୍ଛତା ପାଇଁ ନୂଆ ଆଇନ, ୫ବର୍ଷ ଜେଲ,୧୦ଲକ୍ଷ ଜୋରିମାନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ୫ଟି, ସାଧାରଣ ପ୍ରଶାସନ ବିଭାଗର ଗୋଟିଏ ଓ ଜଳସମ୍ପଦ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ରହିଥିବାବେଳେ ବିଧାନସଭା ଅଧିବେଶନ ଆହୂତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ ମିଳିଛି । ମୁଖ୍ୟ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରୀ … Continue reading କ୍ୟାବିନେଟ୍ ନିଷ୍ପତ୍ତି: ସରକାରୀ ଚାକିରି ଚୟନ ପରୀକ୍ଷାରେ ସ୍ୱଚ୍ଛତା ପାଇଁ ନୂଆ ଆଇନ, ୫ବର୍ଷ ଜେଲ,୧୦ଲକ୍ଷ ଜୋରିମାନା