39.1 C
Bhubaneswar
Friday, April 26, 2024
Homeଓଡିଶା୫ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ

୫ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ

ଭୁବନେଶ୍ୱର: ଆଜି ସକାଳ ୯ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ୫ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଥିବା ଜଣାଯାଇଛି । ବିଧାନସଭା ବଜେଟ୍ ଅଧିବେଶନ ଚାଲୁଥିବାରୁ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କିତ କୌଣସି ସୂଚନା ଦିଆଯାଇପାରିବ ନାହିଁ । କ୍ୟାବିନେଟ୍ ବୈଠକ ଅତି ତରବରିଆ ଭାବେ ଡକାଯାଇଥିବାରୁ କୌଣସି ମନ୍ତ୍ରୀଙ୍କୁ କ୍ୟାବିନେଟ୍ ଚିଠା ପ୍ରସ୍ତାବ ପ୍ରଦାନ କରାଯାଇନ ଥିଲା । ତେବେ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।
https://onakhabar.com/2020/02/16/arvind-kejriwal-takes-oath-as-chief-minister-of-delhi/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking