29.1 C
Bhubaneswar
Saturday, April 27, 2024
Homeଓଡିଶାକ୍ୟାବିନେଟ ବୈଠକ ଶେଷ : କରୋନା ପ୍ରତିଷେଧକ ପାଇଁ ନିଷ୍ପତ୍ତି

କ୍ୟାବିନେଟ ବୈଠକ ଶେଷ : କରୋନା ପ୍ରତିଷେଧକ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଦୁଇଟି ପ୍ରସ୍ତାବରେ ମୋହର ଲାଗିଥିବା ଜଣାପଡିଛି । ଏଥିର କ୍ୟାବିନେଟ ବୈଠକରେ କରୋନା ପ୍ରତିଷେଧକ ପାଇଁ ବଡ଼ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । କରୋନା ଲାଗି ସରକାର ୨୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି । କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାକ୍ସ, ପେପର ସୋପ୍, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ମଧ୍ୟ ନିଷ୍ପତ୍ତି ହୋଇଥିବାର ସୂଚନା ମିଳିଛି ।
https://onakhabar.com/2020/03/13/an-important-meeting-of-the-state-cabinet-will-be-held-today/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking