38.1 C
Bhubaneswar
Saturday, April 20, 2024
Homeଓଡିଶାଆଜି ସନ୍ଧ୍ୟା ୭ଟା ୪୫ରେ କ୍ୟାବିନେଟ ବୈଠକ

ଆଜି ସନ୍ଧ୍ୟା ୭ଟା ୪୫ରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୭ଟା ୪୫ ମିନିଟରେ ଅନୁଷ୍ଠିତ ହେବ କ୍ୟାବିନେଟ ବୈଠକ । ଏହି ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ଆଡଭୋକେଟ ଜେନେରାଲ୍ ଉପସ୍ଥିତ ରହିବେ । ପୁରୀ ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । ଏମାନଙ୍କ ବ୍ୟତୀତ ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।
ଏହି ବୈଠକରେ କେଉଁ ବିଷୟ ଉପରେ ଚର୍ଚ୍ଚା ହେବ ସେ ନେଇ କୌଣସି ସୂଚନା ମିଳିନଥିବା ବେଳେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ନେଇ ଆଲୋଚନା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking