27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ତାଲିକା, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ....

ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ତାଲିକା, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ….

ନୂଆଦିଲ୍ଲୀ : ମୋଦୀ ସରକାର ୩.୦ର ଶପଥ ଗ୍ରହଣ ପରେ ଏବେ ମନ୍ତ୍ରୀପଦ ବଣ୍ଟନ ହୋଇଯାଇଛି । ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବରିଷ୍ଠ ନେତା ନୀତୀନ ଗଡ଼କରୀ ୨୦୧୯ ଭଳି ଏଥର ସଡ଼କ ପରିବହନ ମନ୍ତ୍ରଣାଳୟ ନିଜ ପାଖରେ ରଖିବାକୁ ସକ୍ଷମ ହୋଇଛନ୍ତି । ସେହିପରି ଅଜୟ ଟାମଟା ଓ ହର୍ଷ ମାଲହୋତ୍ରା ତାଙ୍କ ଡେପୁଟି ଭାବେ କାମ କରିବେ । ଗଡ଼କରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ହର୍ଷ ଓ ଅଜୟ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଥିଲେ । ୨୦୧୯ରେ ମୋଦି ସରକାରେ ରେଳମନ୍ତ୍ରୀ ଭାବେ କାମ କରୁଥିବା ଅଶ୍ୱିନୀ ବୈଷବ ଏଥର ରେଳ ସହ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପାଇଛନ୍ତି । ବିଜେପିର ଚାଣକ୍ୟ ଅମିତ ଶାହ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ପୁଣି ପାଇଛନ୍ତି ।

କାହାକୁ କେଉଁ ମନ୍ତ୍ରାଳୟ

  • କ୍ୟାବିନେଟ ମନ୍ତ୍ରୀ୧- ରାଜନାଥ ସିଂହ(ବିଜେପି)- ପ୍ରତିରକ୍ଷା

    ୨- ଅମିତ ଶାହ(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ

    ୩- ନୀତୀନ ଗଡ଼କରୀ(ବିଜେପି) – ସଡ଼କ ଓ ପରିବହନ ମନ୍ତ୍ରଣାଳାୟ

    ୪- ଜେପି ନଡ୍ଡା (ବିଜେପି)- ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

    ୫- ଶିବରାଜ ସିଂହ ଚୌହାନ(ବିଜେପି)- କୃଷି ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ

    ୬- ନିର୍ମଳା ସୀତାରମଣ(ବିଜେପି)- ଅର୍ଥ ମନ୍ତ୍ରଣାଳୟ

    ୭- ଏସ ଜୟଶଙ୍କର(ବିଜେପି)- ବୈଦେଶିକ ବ୍ୟାପାର

    ୮- ଧର୍ମେନ୍ଦ୍ର ପ୍ରଧାନ(ବିଜେପି)- ଶିକ୍ଷା ମନ୍ତ୍ରଣାଳୟ

    ୯- ମନୋହର ଲାଲ ଖଟ୍ଟର (ବିଜେପି)- ଶକ୍ତି, ସହରାଞ୍ଚଳ ବିକାଶ ଓ ଗୃହ ନିର୍ମାଣ

    ୧୦- ଏଚଡି କୁମାରସ୍ୱାମୀ(ଜେଡିଏସ୍‌)- ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରଣାଳୟ

    ୧୧- ପୀୟୂଷ ଗୋଏଲ(ବିଜେପି)- ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ

    ୧୨- ଜିତନ ରାମ ମଞ୍ଝୀ (ହିନ୍ଦୁସ୍ତାନ ଆବାମ ମୋର୍ଚ୍ଚା)- ଏମଏସ୍‌ଏମଇ

    ୧୩- ଲଲନ ସିଂହ (ଜେଡିୟୁ)- ପଞ୍ଚାୟତି ରାଜ, ମତ୍ସ୍ୟ  ଓ ପଶୁ ସମ୍ପଦ

    ୧୪- ସର୍ବାନନ୍ଦ ସୋନେୱାଲ (ବିଜେପି)- ବନ୍ଦର ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟ

    ୧୫- ବୀରେନ୍ଦ୍ର କୁମାର(ବିଜେପି)- ସମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ

    ୧୬- ରାମ ମୋହନ ନାଇଡୁ କିଞ୍ଜରାପ୍ପୁ (ଟିଡିପି) – ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

    ୧୭- ପ୍ରହ୍ଲାଦ ଯୋଶୀ(ବିଜେପି)- ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ

    ୧୮- ଜୁଏଲ ଓରାମ(ବିଜେପି)- ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ

    ୧୯- ଗିରିରାଜ ସିଂହ(ବିଜେପି)- ବୟନ ଶିଳ୍ପ ମନ୍ତ୍ରଣାଳୟ

    ୨୦- ଅଶ୍ୱିନୀ ବୈଷ୍ଣବ(ବିଜେପି)- ରେଳ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ, ଆଇଟି

    ୨୧- ଜ୍ୟୋତିରାଦିତ୍ୟ ସିନ୍ଦିଆ(ବିଜେପି) – ଟେଲିକମ ଓ ଉତ୍ତର ପୂବଆ ରାଜ୍ୟ ବିକାଶ ମନ୍ତ୍ରଣାଳୟ

    ୨୨- ଭୂପେନ୍ଦ୍ର ଯାଦବ(ବିଜେପି)- ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ

    ୨୩- ଗଜେନ୍ଦ୍ର ସିଂହ ଶିଖାୱତ(ବିଜେପି)- ପର୍ଯ୍ୟଟନ ଓ ସଂସ୍କୃତି

    ୨୪- ଅନପୂର୍ଣ୍ଣା ଦେବୀ(ବିଜେପି) – ମହିଳା ଓ ଶିଶୁ ବିକାଶ

    ୨୫- କିରଣ ରିଜିଜୁ(ବିଜେପି)- ସଂସଦୀୟ ବ୍ୟାପାର ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ

    ୨୬- ହରଦୀପ ସିଂହ ପୁରୀ(ବିଜେପି)- ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ

    ୨୭- ମନସୁଖ ମାଣ୍ଡଭୀୟ(ବିଜେପି)- ଶ୍ରମ ଓ ନିଯୁକ୍ତି ସହ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ

    ୨୮- ଜି କିଶନ ରେଡ୍ଡୀ(ବିଜେପି)- କୋଇଲା ଓ ଖଣି ମନ୍ତ୍ରଣାଳୟ

    ୨୯- ଚିରାର ପାଶୱାନ(ରାମ ବିଲାଶ)- ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ମନ୍ତ୍ରଣାଳୟ

    ୩୦- ସିଆର ପାଟିଲ(ବିଜେପି) – ଜଳ ଶକ୍ତି ମନ୍ତ୍ରଣାଳୟ

    ୫ ଜଣ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ)

    ୧- ରାଓ ଇନ୍ଦରଜିତ(ବିଜେପି)- ପରିସଂଖ୍ୟନ ଓ କାର୍ଯ୍ୟକ୍ରମ ସ୍ୱାଧୀନ ଓ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ

    ୨-ଜିତେନ୍ଦ୍ର ସିଂହ (ବିଜେପି)- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ଆଟୋମିକ ଓ ସ୍ପେଶ୍‌, ପିଏମଓ

    ୩- ଅର୍ଜୁନ ରାମ ମେଘୱାଲ(ବିଜେପି)- ଆଇନ ଓ ନ୍ୟାୟ(ସ୍ୱାଧୀନ ଦାୟିତ୍ୱ) ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ

    ୪- ପ୍ରତାପ ରାଓ ଗଣପତି ରାଓ ଯାଦବ(ଶିବସେନା)- ଆୟୁଷ ମନ୍ତ୍ରଣାଳୟର ସ୍ୱାଧୀନ ଦାୟିତ୍ୱ ଓ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୫- ଜୟନ୍ତ ଚୌଧୁରୀ(ଆରଏଲଡି)- ଏମଏସଏମଇ ସ୍ୱାଧୀନ ଦାୟିତ୍ୱ ଓ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ରାଷ୍ଟ୍ରମନ୍ତ୍ରୀଙ୍କ ତାଲିକା

    ୧- ଜିତିନ ପ୍ରସାଦ(ବିଜେପି)- ବାଣିଜ୍ୟ ଓ ଶିଳ୍ପ, ସୂଚନା ପ୍ରଯୁକ୍ତି ବିଦ୍ୟା

    ୨- ଶ୍ରୀପଦ ନାଏକ(ବିଜେପି)- ଶକ୍ତି ଓ ପୁନଃନବୀକରଣ ଯୋଗ୍ୟ

    ୩- ପଙ୍କଜ ଚୌଧୁରୀ(ବିଜେପି)- ଅର୍ଥ ରାଷ୍ଟ୍ରମନ୍ତ୍ରୀ

    ୪- କ୍ରିଷ୍ଣ ପଲ ଗୁରଜାର (ବିଜେପି)- ସମବାୟ

    ୫- ରାମଦାସ ଅଠାୱାଲେ(ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ)- ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ

    ୬- ନିତ୍ୟାନନ୍ଦ ରାଏ(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୭- ଅନୁପ୍ରିୟା ପଟେଲ(ଆପନା ଦଳ)- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ

    ୮- ଭି ସୋମନ୍ନା(ବିଜେପି)- ଜଳ ଶକ୍ତି ଓ ରେଳ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୯- ଚନ୍ଦ୍ର ଶେଖର ପେମ୍ମାସାନି(ଟିଡିପି)- ଗ୍ରାମୀଣ ବିକାଶ ଓ ଯୋଗାଯୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୧୦- ଏସ୍‌ପି ସିଂହ ବଘେଲ(ବିଜେପି)- ମତ୍ସ୍ୟ ସମ୍ପଦ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୧୧- ଶୋଭା କରନ୍ଦାଲାଜେ(ବିଜେପି)- ଏମଏସଏମଇ, ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୧୨- ବିଏଲ ବର୍ମା(ବିଜେପି)- ଖାଦ୍ୟ, ଖାଉଟି ବ୍ୟାପାର, ସାଧାରଣ ବଣ୍ଟନ, ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ

    ୧୩- ଶାନ୍ତନୁ ଠାକୁର(ବିଜେପି)- ବନ୍ଦର, ଜାହାଜ ଚଳାଚଳ ଓ ୱାଟରୱେଜ ରାଷ୍ଟ୍ରମନ୍ତ୍ରୀ

    ୧୪-ସୁରେଶ ଗୋପି(ବିଜେପି)- ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ, ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ

    ୧୫- ଏଲ ମୁରଗାନ(ବିଜେପି)- ସୂଚନା ଓ ପ୍ରାସରଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ

    ୧୬- ଅଜୟ ଟାମଟା(ବିଜେପି)- ସଡ଼କ ଓ ପରିବହନ ରାଷ୍ଟ୍ରମନ୍ତ୍ରୀ

    ୧୭- ବନ୍ଦି ସଞ୍ଜୟ କୁମାର(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

    ୧୮-କମଲେଶ ପାଶ୍ୱାନ(ବିଜେପି)- ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ

    ୧୯- ଭାଗୀରଥ ଚୌଧୁରୀ (ବିଜେପି)- କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ

    ୨୦- ସତୀଶ ଦୁବେ (ବିଜେପି)- କୋଇଲା ଓ ଖଣି ରାଷ୍ଟ୍ରମନ୍ତ୍ରୀ

    ୨୧- ସଞ୍ଜୟ ସେଠ(ବିଜେପି)- ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

    ୨୨-ରବନୀତ ସିଂହ ବିଟ୍ଟୁ(ବିଜେପି)-  ଖାଦ୍ୟ ପ୍ରକ୍ରିୟାକରଣ, ରେଳବାଇ ରାଷ୍ଟ୍ରମନ୍ତ୍ରୀ

    ୨୩- ଦୁର୍ଗାଦାସ ଉଇକି(ବିଜେପି)- ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ

    ୨୪- ରକ୍ଷା ଖଡସେ(ବିଜେପି)- ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ

    ୨୫- ଶୁକାନ୍ତ ମଜମୁଦର(ବିଜେପି)- ଶିକ୍ଷା ରାଷ୍ଟ୍ରମନ୍ତ୍ରୀ

    ୨୬- ସାବିତ୍ରୀ ଠାକୁର(ବିଜେପି)- ମହିଳା ଓ ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ

    ୨୭- ତୋଖନ ସାହୁ(ବିଜେପି) – ଗୃହ ଓ ନଗର ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ

    ୨୮- ରାଜଭୂଷଣ ଚୌଧୁରୀ (ବିଜେପି)- ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ

    ୨୯- ଭୂପତି ରାଜୁ ଶ୍ରୀନିବାସ ବର୍ମା(ବିଜେପି)- ଭାରୀ ଶିଳ୍ପ ଓ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ

    ୩୦- ହର୍ଷ ମାଲହୋତ୍ରା(ବିଜେପି)- ସଡ଼କ ଓ ପରିବହନ, କର୍ପୋରେଟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ

    ୩୧- ନିମୁବେନ ବାମଭାଣିୟା (ବିଜେପି) – ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ରାଷ୍ଟ୍ରମନ୍ତ୍ରୀ

    ୩୨- ମରୁଲୀଧର ମୋହର(ବିଜେପି)- ବେସାମାରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ

    ୩୩- ଜର୍ଜ କୁରିୟନ(ବିଜେପି)- ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ

    ୩୪- ପବିତ୍ର ମାର୍ଗେରିଟା (ବିଜେପି)-  ବୈଦେଶିକ ଓ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ

    ୩୫- ରାମନାଥ ଠାକୁର (ଜେଡିୟୁ)- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟାର ରାଷ୍ଟ୍ରମନ୍ତ୍ରୀ

    ୩୬- କୀର୍ତ୍ତି ବର୍ଦ୍ଧନ ସିଂହ(ବିଜେପି)- ପରିବେଶ, ଜଙ୍ଗଲ ଓ ଜୟବାୟୁ ପରିବର୍ତ୍ତନ, ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking