23.1 C
Bhubaneswar
Tuesday, January 13, 2026
Homeଓଡିଶାପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ

ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ

ଭୁବନେଶ୍ୱର: ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର‌୍ୟ୍ୟାଳୟରେ ଏନେଇ ଆଲୋଚନା ହେବ। ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ପଞ୍ଜିକାରମାନଙ୍କ ସମେତ ପୂଜାପଣ୍ଡା ନିଯୋଗ ଓ ମୁକ୍ତିମଣ୍ଡପ ସଦସ୍ୟ ରହିବେ ଉପସ୍ଥିତ। ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ ଦିନରେ ବିବାଦ ଦେଖାଦେଇଛି। ଆଜିର ବୈଠକରେ ଏପ୍ରସଙ୍ଗରେ ସବିଶେଷ ଆଲୋଚନା କରାଯିବ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking