34.1 C
Bhubaneswar
Monday, May 19, 2025
Homeଓଡିଶାମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ

ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସ ମହାପାତ୍ର ପ୍ରେସମିଟ କରିଛନ୍ତି ।  ପ୍ରେସମିଟରେ କହିଛନ୍ତି , ମମତା ବାନାର୍ଜୀ ମୋର ଜଣେ ଶିଷ୍ୟ । ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ । ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି । ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ମୁଁ ନିଜେ ପୁରୀରୁ ନିମ୍ବ କାଠ ନେଇ ଯାଇଥିଲି । ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ ରହିଛି ।  ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ ।  ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking