ଅଧିନାୟକ ଘୋଷଣା କଲା ଗୁଜୁରାଟ ଟାଇଟନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନରେ ଶୁଭମନ ହେଲେ କ୍ୟାପଟେନ

ବ୍ୟୁରୋ : ଆଇପିଏଲକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଗୁଜୁରାଟ ଟାଇଟନ୍ସ ନିଜ ଅଧିନାୟକ ନାଁ ଘୋଷଣା କରିଛି । ଟିମ ଇଣ୍ଡିଆର ଷ୍ଟାର ଓପନର ଶୁଭମନ ଗିଲ ଆସନ୍ତା ଆଇପିଏଲରେ ଗୁଜୁରାଟ ଟାଇଟନ୍ସର ଅଧିନାୟକ ରହିବେ । ଗୁଜୁରାଟର ପୂର୍ବତନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସକୁ ଚାଲିଯିବା ପରେ ଏଭଳି ବଡ ନିଷ୍ପତ୍ତି ନେଇଛି ଗୁଜୁରାଟ ଟାଇଟନ୍ସ । ଗୁଜୁରାଟ କ୍ୟାପଟେନ ରେସରେ କେନ ୱିଲିୟମସନଙ୍କ ନାଁ ବି ରହିଥିଲା । … Continue reading ଅଧିନାୟକ ଘୋଷଣା କଲା ଗୁଜୁରାଟ ଟାଇଟନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନରେ ଶୁଭମନ ହେଲେ କ୍ୟାପଟେନ