ଯାଜପୁର: ଯାଜପୁର ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । କାଲିଆପାଣି ଥାନା ମହୁଲଖାଲ ନିକଟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଗଛକୁ ପିଟି ହୋଇ ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକଙ୍କ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିବାର ଲୋକଙ୍କ ମନରେ ଏଭଳି ଦୁଃଖଦ ଖବର ଶୁଣି ଶୋକାକୁଳ ପରିସ୍ଥିତି ଦେଖାଦେଇଛି ।