40.1 C
Bhubaneswar
Thursday, April 25, 2024
Homeଓଡିଶାଟ୍ରକ୍ ପଛରେ ପିଟିହେଲା କାର୍ : ୪ ଗୁରୁତର

ଟ୍ରକ୍ ପଛରେ ପିଟିହେଲା କାର୍ : ୪ ଗୁରୁତର

ନିଆଳି : ଦିନକୁ ଦିନ ରାଜ୍ୟରେ ସଡକ ଦୁର୍ଘଟଣା ବଢିବାରେ ଲାଗିଛି । ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା କାରଣରୁ ଏଭଳି ଦୁର୍ଘଟଣା ହେଉଥିବା ଜଣାପଡିଛି । ତେବେ ଏଭଳି ଏକ ସଡକ ଦୁର୍ଘଟଣା କଟକ ଜିଲ୍ଲା ନଖରା ରାସ୍ତାର ମଝିଖଣ୍ଡ ଛକଠାରେ ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଏକ କାର୍ ପିଟି ହେବାରୁ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଲୋକେ ସ୍ଥାନୀୟ ଡାକ୍ତରଖାନାକୁ ନେଇଯାଇଥିଲେ । ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।
https://onakhabar.com/2019/12/31/accident-one-dead-2/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking