ଗଛରେ ପିଟିଲା କାର, ଗୋଟିଏ ପରିବାରର ୫ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହରଦୋଇରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି । ବିଲହୌର-କାଟରା ରାସ୍ତାରେ ଖମରିଆ ମୋଡ଼ ନିକଟରେ ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଭୟଙ୍କର ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଯାଇଛି । ସମସ୍ତ ମୃତ ବ୍ୟକ୍ତି ଗୋଟିଏ ପରିବାରର ବୋଲି କୁହାଯାଉଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏସପି, … Continue reading ଗଛରେ ପିଟିଲା କାର, ଗୋଟିଏ ପରିବାରର ୫ ମୃତ