28.1 C
Bhubaneswar
Saturday, July 27, 2024
Homeଓଡିଶାକାର-ଟ୍ରକ ଧକ୍କା: ୪ ମୃତ, ୧ ଗୁରୁତର

କାର-ଟ୍ରକ ଧକ୍କା: ୪ ମୃତ, ୧ ଗୁରୁତର

ତିଗିରିଆ: ତିଗିରିଆ ନୂଆସଡ଼କ ଛକରେ ସୋମବାର ଦିନ ପ୍ରାୟ ୩ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ୪ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking