28.1 C
Bhubaneswar
Saturday, April 27, 2024
Homeଓଡିଶାକରୋନା ପାଇଁ କଟକଣା

କରୋନା ପାଇଁ କଟକଣା

ଭୁବନେଶ୍ୱର: ଆଜିଠାରୁ ସର୍ବସାଧାରଣ ସ୍ଥାନରେ ୭ ଜଣ ଏକତ୍ର ହେବା ମନା । କରୋନା ଛଡ଼ା ଅନ୍ୟ କୌଣସି ମିଟିଂ ହୋଇପାରିବ ନାହିଁ । ଜୟନ୍ତୀ, ମାଲ୍ୟାର୍ପଣ ଆଦି ସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିବ । ଏନେଇ ମୁଖପାତ୍ର ସୁବ୍ରତ ବାଗଚୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ମୋଦିଙ୍କ ମାର୍ଚ୍ଚ ୨୨ ‘ଜନତା କର୍ଫ୍ୟୁ’ ଆହ୍ୱାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ କରିଛନ୍ତି । ଆସନ୍ତା ରବିବାର ସବୁ ଲୋକ ଘରେ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସମସ୍ତ ଡାକ୍ତର, ନର୍ସ, ଆମ୍ବୁଲାନ୍ସ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି । ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ କାର୍ଯ୍ୟରେ ବାଧା ନ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
https://onakhabar.com/2020/03/20/government-launches-whatsapp-chatbot-on-coronavirus-mygov-corona-helpdesk/
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking