30.6 C
Bhubaneswar
Sunday, May 18, 2025
Homeଦେଶ ବିଦେଶବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ

ବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ

ନୂଆଦିଲ୍ଲୀ : ଭୋଟ୍ ପାଇଁ ଟଙ୍କା ବାଣ୍ଟିଥିବା ଅଭିଯୋଗ ଆସିବା ପରେ ନିର୍ବାଚନ ଆୟୋଗ ମହାରାଷ୍ଟ୍ର ବିଜେପି ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛନ୍ତି ନିର୍ବାଚନ ଆୟୋଗ। ବହୁଜନ ବିକାଶ ଅଗାଡି ତାୱଡେ ପାଲଘର ଜିଲ୍ଲାରେ ଟଙ୍କା ବାଣ୍ଟିଥିବା ଅଭିଯୋଗ କରିଥିଲା। ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ହେବାର ଗୋଟିଏ ଦିନ ପୂର୍ବରୁ ବିଜେପି ବିରୁଦ୍ଧରେ ଏପରି ସାଙ୍ଘାତିକ ଅଭିଯୋଗ ଆସିଥିଲା। ବହୁଜନ ବିକାଶ ଅଗାଡି ଭିଡିଓ ଶେଆର କରି ଏହି ଅଭିଯୋଗ ଆଣିବାର କିଛି ସମୟ ପରେ ନିର୍ବାଚନ ଆୟୋଗ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛନ୍ତି। ଉଭୟ ପାଲଘର ଜିଲ୍ଲାର ଏକ ହୋଟେଲରେ ଆଲୋଚନା କରିବା ସମୟରେ ତାୱଡେ ୫ କୋଟି ଟଙ୍କା ଦେଇଥିବା ଦଳ ଅଭିଯୋଗ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking