ଟ୍ରେନ୍ ଦୁର୍ଘଟଣାର ହେବ ସିବିଆଇ ତଦନ୍ତ : ରେଳମନ୍ତ୍ରୀ
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ନେଇ ସିବିଆଇ ତଦନ୍ତ ହୋଇପାରେ। ଏଥି ନେଇ ଭାରତୀୟ ରେଳବାଇ ବୋର୍ଡ ସିବିଆଇକୁ ସୁପାରିସ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରବିବାର ସନ୍ଧ୍ୟାରେ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି। କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା? ଏଥି ପାଇଁ କେଉଁମାନେ ଦାୟୀ? ଏହାର ବିସ୍ତୁତ ତଦନ୍ତ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି। ଶ୍ରୀ ବୈଷ୍ଣବ … Continue reading ଟ୍ରେନ୍ ଦୁର୍ଘଟଣାର ହେବ ସିବିଆଇ ତଦନ୍ତ : ରେଳମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed