20.1 C
Bhubaneswar
Saturday, December 6, 2025
Homeଓଡିଶାଫେବ୍ରୁଆରୀ ୧୫ରୁ ସିବିଏସ୍‌ଇ ପରୀକ୍ଷା ଆରମ୍ଭ

ଫେବ୍ରୁଆରୀ ୧୫ରୁ ସିବିଏସ୍‌ଇ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ମାସ ୧୫ରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପରୀକ୍ଷା ଆରମ୍ଭ ହେବ । ଫେବୃଆରୀ ୧୫ରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ। ଫେବୃଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ରେ ସରିବ ଦ୍ୱାଦଶ ପରୀକ୍ଷା। ପେବୃଆରୀ ୧୫ରେ ଦଶମର ଇଂଗ୍ରାଜୀ, ୨୦ରେ ବିଜ୍ଞାନ, ୨୨ରେ ସଂସ୍କୃତ, ୨୫ରେ ସାମାଜିକ ବିଜ୍ଞାନ, ୨୮ରେ ହିନ୍ଦୀ, ମାର୍ଚ୍ଚ ୧୦ରେ ଗଣିତ, ୧୭ରେ ଓଡ଼ିଆ ଓ ୧୮ରେ କମ୍ପ୍ୟୁଟର ପରୀକ୍ଷା।

ଏହାପୂର୍ବରୁ ଆଜି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାଦଶ ପରୀକ୍ଷା ପାଇଁ ମଧ୍ୟ ତାରିଖ ଘୋଷଣା ହୋଇ ସାରିଛି । ଫେବ୍ରୁଆରି ୧୮ ତାରିଖରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅସିଲା ପରୀକ୍ଷା ସୂଚୀ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ । ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଥିଓରୀ ପରୀକ୍ଷା । ଜାନୁଆରି ୨ରୁ ୧୨ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking