34.1 C
Bhubaneswar
Thursday, March 20, 2025
Homeଦେଶ ବିଦେଶଆଜିଠାରୁ ସିବିଏସ୍‌ଇ ଦଶମ ଓ ଦ୍ବାଦଶ ପରୀକ୍ଷା

ଆଜିଠାରୁ ସିବିଏସ୍‌ଇ ଦଶମ ଓ ଦ୍ବାଦଶ ପରୀକ୍ଷା

ନୂଆଦିଲ୍ଲୀ : ଆଜିଠାରୁ ସିବିଏସ୍‌ଇ ଦଶମ ଓ ଦ୍ବାଦଶ ପରୀକ୍ଷା। ଉଭୟ ଶ୍ରେଣୀର ଥିଓରୀ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ ।  ପ୍ରତ୍ୟେକ ଦିନ ସକାଳ ୧୦ଟା ୩୦ରେ ଆରମ୍ଭ ହେବ ପରୀକ୍ଷା । ଦଶମ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ହେବ ।  ଆଜି ପ୍ରଥମ ଦିନରେ ଦଶମ ଶ୍ରେଣୀର ଇଂରାଜୀ ପରୀକ୍ଷା ରହିଛି । ୨୦ ତାରିଖରେ ବିଜ୍ଞାନ, ୨୫ରେ ସୋସିଆଲ ସାଇନ୍ସ, ମାର୍ଚ୍ଚ ୧୦ରେ ଗଣିତ, ୧୩ ତାରିଖରେ ହୋମ୍ ସାଇନ୍ସ ପରୀକ୍ଷା ରହିଛି। ସେହିପରି ପ୍ରଥମ ଦିନରେ ଦ୍ବାଦଶ ଶ୍ରେଣୀର ଏଣ୍ଟରପ୍ରିନୁଅରସିପ୍ ବିଷୟ ପରୀକ୍ଷା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking