38.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି । ଏଥିସହିତ ସେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି । www.cbse.nic.incbseresults.nic.in ରେ ରେଜେଲ୍ଟ ମିଳିପାରିବ । ଚଳିତବର୍ଷ ୧୭ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧୯ ମଧ୍ୟରେ ପରୀକ୍ଷା ହୋଇଥିଲା । କରୋନା ପାଇଁ ମାର୍ଚ୍ଚ ୨୦ରେ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଥିଲା । ସୂଚନାଯୋଗ୍ୟ ଚଳିତବର୍ଷ ଦ୍ୱାଦଶରେ ୧୧ଲକ୍ଷ ୯୨ହଜାର ୯୬୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୦ଲକ୍ଷ ୫୯ହଜାର ୮୦ଜଣ ପାସ ହୋଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking