37.1 C
Bhubaneswar
Thursday, March 28, 2024
Homeଓଡିଶାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ରେଜଲ୍ଟ

କାଲି ପ୍ରକାଶ ପାଇବ ସିବିଏସଇ ଦଶମ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି । ଏଥିସହିତ ସେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି । ଚଳିତବର୍ଷ ୧୭ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧୯ ମଧ୍ୟରେ ପରୀକ୍ଷା ହୋଇଥିଲା । କରୋନା ପାଇଁ ମାର୍ଚ୍ଚ ୨୦ରେ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଥିଲା । ଉଲ୍ଲେଖଯୋଗ୍ୟ ଯେ  ଚଳିତଥର ଦ୍ୱାଦଶରେ ୧୧ଲକ୍ଷ ୯୨ହଜାର ୯୬୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୦ଲକ୍ଷ ୫୯ହଜାର ୮୦ଜଣ ପାସ ହୋଇଥିଲେ । ଗତକାଲି ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking