28.1 C
Bhubaneswar
Thursday, June 5, 2025
Homeଦେଶ ବିଦେଶପ୍ରକାଶ ପାଇଲା ସିବିଏସଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇ ପରୀକ୍ଷା ଫଳ

ନୂଆଦିଲ୍ଲୀ: ପ୍ରକାଶ ପାଇଲା ସିବିଏସଇ ପରୀକ୍ଷା ଫଳ । ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଦ୍ୱାଦଶରେ ପାସହାର ୮୮.୩୯ ପ୍ରତିଶତ ରହିଛି । ଚଳିତ ଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଛାତ୍ରୀଙ୍କ ପାସହାର ୯୧.୬୪ ପ୍ରତିଶତ ରହିଛି । ଚଳିତ ଥର ୪୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୨୪ ଲକ୍ଷ ୧୨ ହଜାର ପିଲା ଦଶମ ପରୀକ୍ଷା ଦେଇଥିବା ବେଳେ ୧୭ ଲକ୍ଷ ୮୮ ହଜାର ପିଲା ଦ୍ବାଦଶ ପରୀକ୍ଷା ଦେଇଛନ୍ତି । ସମସ୍ତ ଛାତ୍ରଛାତ୍ରୀ ରେଜଲ୍ଟକୁ ଅପେକ୍ଷା କରି ରହିଛନ୍ତି । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ cbse.gov.in , cbseresults.nic.in ଏବଂ results.cbse.gov.in ସାଇଟକୁ ଯାଇ ନିଜର ରେଜଲ୍ଟ ଜାଣିପାରିବେ । ଗତବର୍ଷ ସିବିଏସଇ ରେଜଲ୍ଟ ମେ’ ୧୩ରେ ପ୍ରକାଶ ପାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking