30.1 C
Bhubaneswar
Monday, February 16, 2026
Homeଦେଶ ବିଦେଶସକାଳ ୧୦ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ସିବିଏସଇର ନିର୍ଦ୍ଦେଶ

ସକାଳ ୧୦ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ସିବିଏସଇର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆସନ୍ତାକାଲି ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା । ସକାଳ ୧୦ଟା କିମ୍ବା ତା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ସିବିଏସଇର ନିର୍ଦ୍ଦେଶ ରହିଛି । ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ । ତେଣୁ ୧୦ଟା ସୁଦ୍ଧା ପହଞ୍ଚିବା ଜରୁରୀ । ଦୂରତା କିମ୍ବା ଅନ୍ୟ ପ୍ରତିକୂଳ ସ୍ଥିତିକୁ ଦେଖି ଆଗୁଆ ବାହାରିବାକୁ ପରାମର୍ଶ ଦେଇଛି ସିବିଏସଇ । କାଲିଠୁ ଆରମ୍ଭ ହେଉଛି ସିବିଏସଇ ଦ୍ୱାଦଶ ଏବଂ ଦଶମ ପରୀକ୍ଷା । ୪୬ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ଦେବେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking