29.1 C
Bhubaneswar
Thursday, July 24, 2025
Homeଓଡିଶାବିଜୁ ଯୁବ ଜନତା ଦଳ ଓ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ...

ବିଜୁ ଯୁବ ଜନତା ଦଳ ଓ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ପାଳିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ବିଜୁ ଯୁବ ଜନତା ଦଳ ଓ ଛାତ୍ର ଜନତା ଦଳ ପକ୍ଷରୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ପାଳନ କରାଯାଇଛି।  ଏହି ଅବସରରେ ଜିଲ୍ଲା ସଦର ମହକୁମା ସ୍ଥିତ ବାଲିମେଳା ଛକ ରେ କର୍ମୀ ମାନେ ଏକ ଶୋଭାଯାତ୍ରା କରିବା ସହ ସଫେଇ କାର୍ଯ୍ୟକ୍ରମ  କରିଥିଲେ । ଏହାସହ କରୋନା ମହାମରୀ ସହ ଲଢେ଼ଇ ନିମନ୍ତେ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ମଧ୍ୟ କରାଯାଇଥିଲା । ଏହି ଅବସରରେ ବିଜେଡି ର ବହୁ ନେତା ଓ କର୍ମୀ ଯୋଗଦେଇ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରିଥିଲେ । ଜିଲ୍ଲାର ଅନ୍ୟାନ୍ୟ ବ୍ଲକ ରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଦିବସ ପାଳନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking