31.1 C
Bhubaneswar
Friday, October 18, 2024
Homeଓଡିଶାମହିଳା ସଂରକ୍ଷଣ ବିଲ୍ ପାସ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବ : ସାମିଲ ହେଲେ...

ମହିଳା ସଂରକ୍ଷଣ ବିଲ୍ ପାସ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବ : ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର: ମହିଳା ସଂରକ୍ଷଣ ବିଲ୍ ପାରିତ ହେବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବ ପାଳନ । ଦୀର୍ଘ ଦିନର ଅପେକ୍ଷା ପରେ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବାରୁ ଖୁସି ମନାଇଛନ୍ତି ବିଜେପି ମହିଳା ନେତ୍ରୀ ଓ କର୍ମୀ । ବିଲ୍ ପାରିତ କରାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking