21.1 C
Bhubaneswar
Thursday, February 5, 2026
Homeଓଡିଶାଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ: ଡ୍ରାଇଭର ଆହତ

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ: ଡ୍ରାଇଭର ଆହତ

ବୌଦ୍ଧ: ବୌଦ୍ଧ ଥାନା ଖୁଣ୍ଟବନ୍ଧ ନିକଟରେ ଶନିବାର ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ତେଲେଙ୍ଗାନା ରାଜ୍ୟରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ବୌଦ୍ଧ ଆସୁଥିଲା।ଆଗ ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ରାସ୍ତା କଡ଼ର ଦୁଇଟି ଗଛକୁ ଧକ୍କା ଦେଇ ଓଲଟି ପଡିଥିଲା। ଫଳରେ ଡ୍ରାଇଭର ସିଦ୍ଧେଶ୍ୱର ରାଓ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ବୌଦ୍ଧ ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ପ୍ରାଣବନ୍ଧୁ ସାହୁ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking