19.1 C
Bhubaneswar
Sunday, January 11, 2026
Homeଓଡିଶାଏପ୍ରିଲରୁ ଓଡିଶାରେ ଜନଗଣନା

ଏପ୍ରିଲରୁ ଓଡିଶାରେ ଜନଗଣନା

ଭୁବନେଶ୍ୱର: ଏପ୍ରିଲରୁ ଓଡିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା ଦେଇ କହିଛନ୍ତି, ୨୦୨୭ରେ ଫେବୃଆରୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ଜନଗଣନା ହେବ ।ଏନେଇ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ । ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking