ପୁରୀ : ସରକାର ଦେଇଥିବା କଣ୍ଟରେ ସରିବନି ରତ୍ନଭଣ୍ଡାର ଗଣତି । ମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ଗଣତି । ରଥ ଯାତ୍ରା ପୂର୍ୱରୁ ଗଣତି ମଣତିର ପ୍ରକ୍ରିୟା ଶେଷ କରିବୁ । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏଏସଆଇ ସହମତିରେ କାମ ଚାଲିଛି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କ ରୀତିନୀତି ସହିତ ମରାମତି ଚାଲୁଛି ।










