38.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ଆକ୍ରାନ୍ତ ହେଲେ ୨୯,୧୬୩ ଜଣ ; ୪୪୯ ମୃତ

ଦେଶରେ ୨୪ ଘଣ୍ଟାରେ ଆକ୍ରାନ୍ତ ହେଲେ ୨୯,୧୬୩ ଜଣ ; ୪୪୯ ମୃତ


ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯,୧୬୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୪୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୭୪,୨୯୦ ରେ ପହଞ୍ଚି ଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୩୦,୫୧୯ରେ ପହଞ୍ଚିଛି ।
ସେହିପରି ୮,୨୯୦,୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସହ ୪୫୩,୪୦୧ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking