୪ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ … Continue reading ୪ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା