21.1 C
Bhubaneswar
Saturday, December 6, 2025
Homeଓଡିଶା୧୨ ଘଣ୍ଟାରେ ଅବପାତ ସମ୍ଭାବନା

୧୨ ଘଣ୍ଟାରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking