ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ତାଣ୍ଡବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ … Continue reading ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା