୨୧ରୁ ବର୍ଷା ହେବାର ସମ୍ଭାବନା; ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର : ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହେଉଥିବା ବେଳେ ଆଶ୍ୱସ୍ତି କର ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ। ସେ କହିଛନ୍ତି,୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ … Continue reading ୨୧ରୁ ବର୍ଷା ହେବାର ସମ୍ଭାବନା; ତାତିରୁ ମିଳିବ ତ୍ରାହି