ଭୁବନେଶ୍ଵର: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ବର୍ଷା ସମ୍ଭାବନା । ଜାନୁଆରୀ ପ୍ରଥମ ସପ୍ତାହର ଶେଷ ଆଡ଼କୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।